ହୋମ / ସମାଜ କଲ୍ୟାଣ / ଓଡିଶାର ପର୍ବପର୍ବାଣୀ
ସେଆର କରନ୍ତୁ

ଓଡିଶାର ପର୍ବପର୍ବାଣୀ

ଓଡିଶାରେ ପାଳନ କରାଯାଉଥିବା ବିଭିନ୍ନ ପର୍ବପର୍ବାଣୀ ସମ୍ବନ୍ଧରେ ସୂଚନା ପ୍ରଦାନ କରାଯାଇଛି ।

ରଜ ପର୍ବର ମହତ୍ତ୍ଵ
ପ୍ରଥମ ବର୍ଷାର ପହିଲି ପସରା ମାଟି ଛୁଇଁଲେ, ଆଦ୍ର ହୋଇ ଉଠେ ପୃଥିବୀ । ଶୀତଳତା ଭରିଯାଏ ସବୁଆଡେ । ଯେମିତିକି ବହୁ ଦିନୁ ପ୍ରତିକ୍ଷୀତ ଏଇ ମାଟି- ମେଘ ସହ ରଚି ବସିଛି ଶୃଙ୍ଗାରର ପର୍ବ । ଆଉ ଏହି ଶୁଭ ଅବସରରେ ମଳିନର ଗୀତ ଗାଉଛନ୍ତି ସମସ୍ତେ । ପୂର୍ଣ୍ଣ ଯୌବନର ଦୀପ୍ତି ନେଇ ଧରିତ୍ରୀକୁ ଆସିଥାଏ । ମାଟି ଓ ମୌସୁମୀର ମିଳନର ପର୍ବ ରଜ । ପୃଥିବୀର ମାତୃତ୍ଵ କାମନା କରି ସୃଷ୍ଟିର ଜୟ ଗୀତଗାନ କରୁଛି କୃଷକ । ଆଦ୍ୟ ଆଷାଢର ପ୍ରଥମ ବାରିପାତରେ ପୃଥିବୀ ଋତୁମତୀ ହୋଇଥିବାରୁ ଖୁସିରେ ଉତ୍ସବ ମୁଖର ହୋଇଉଠିଛି ସବୁଆଡେ । ଶରୀର ପାଇଁ ବିଶ୍ରାମ ଆଉ ମନ ପାଇଁ ଆନନ୍ଦର ଅବସର ଏହି ରଜ ପର୍ବ ।
ସାବିତ୍ରୀ ବ୍ରତ
ଭାରତୀୟ ପରମ୍ପରାରେ ଦୁଇ ଶ୍ରେଷ୍ଟ କନ୍ୟା ହେଲେ ସତୀ ଏବଂ ସାବିତ୍ରୀ । ଦୁହେଁ ମାତୃ – ଦେବୀଙ୍କ ଦୁଇ ଭିନ୍ନ ଭିନ୍ନ ମରଣଶୀଳ ବା ପାର୍ଥିବ ଅବତାର ।
ରଥଯାତ୍ରା
ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ରଥଯାତ୍ରା ଜଗନ୍ନାଥଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହାକି ପୁରୀଠାରେ ଜଗନ୍ନାଥ ମନ୍ଦିରରେ ତଥା ବିଶ୍ଵର ବାକି ଅନେକ ସ୍ଥାନରେ ପାଳନ କରାଯାଏ ।
ରାକ୍ଷୀ ପୂର୍ଣ୍ଣିମା
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ, ଯାହାକି ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ ।
ରଜ
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ ।
ସ୍ଵାଧୀନତା ଦିବସ‌
୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କରିଥିଲା ।
କୃଷ୍ଣ ଜନ୍ମାଷ୍ଟମୀ
ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି ।
ଖୁଦୁରୁକୁଣି ଓଷା
ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା କୁଆଁରୀ ଓଡ଼ିଆ ଝିଅ ପାଳନ କରିଥାନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର
କୋଣାର୍କ ସୂର୍ଯ୍ୟ ମନ୍ଦିର ଇତିହାସ ଓ ମହତ୍ତ୍ଵ ସମ୍ବନ୍ଧରେ ସୂଚନା ଦିଆଯାଇଛି ।
ନୂଆଖାଇ ପର୍ବ
ନୂଆଖାଇ ପର୍ବ ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ ସମ୍ବନ୍ଧୀୟ ସୂଚନା ।
ନେବିଗତିଓଂ
Back to top